30.1 C
Bhubaneswar
Tuesday, February 24, 2026
Homeଓଡିଶାପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବନି ପୁନର୍ଗଠନ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବନି ପୁନର୍ଗଠନ

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଞ୍ଚାୟତ କି ବ୍ଲକ ପୁନର୍ଗଠନ । ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ନିଷ୍ପତ୍ତି ନିଆଯାଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking