ରେପୋ ରେଟ୍ ଅପରିବର୍ତ୍ତିତ: ବଢିବନି ଇଏମଆଇ
ନୂଆଦିଲ୍ଲୀ: ଦେଶରେ ମୁଦ୍ରାସ୍ଫୀତି ପରିସ୍ଥିତିକୁ ଚାହିଁ ‘ରେପୋ ରେଟ୍’ ୬.୫% ଅପରିବର୍ତ୍ତିତ ରଖିବା ଲାଗି ‘ମନିଟାରି ପଲିସି କମିଟି’ (ଏମ୍ପିସି) ନିଷ୍ପତ୍ତି ଗ୍ରହଣ କରିଥିବା କଥା ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କ୍ର ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ କହିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ମେ ମାସରେ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ରେପୋ ରେଟ୍ ୨୫୦ ବେସିସ୍ ପଏଣ୍ଟ୍ ବୃଦ୍ଧି କରିଥିଲା।ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୦୨୨ ମେ’ରେ ଗ୍ରହଣ କରାଯାଇଥିବା ନୀତି ନିଷ୍ପତ୍ତି ସବୁ ଏବେ ବି ଅର୍ଥନୈତିକ … Continue reading ରେପୋ ରେଟ୍ ଅପରିବର୍ତ୍ତିତ: ବଢିବନି ଇଏମଆଇ
Copy and paste this URL into your WordPress site to embed
Copy and paste this code into your site to embed