14.1 C
Bhubaneswar
Tuesday, January 13, 2026
Homeଓଡିଶାହ୍ୟୁମାନ ମୃତ୍ୟୁ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି: ଅନୁଭବ

ହ୍ୟୁମାନ ମୃତ୍ୟୁ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି: ଅନୁଭବ

ଭୁବନେଶ୍ୱର: ହ୍ୟୁମାନ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ଅନୁଭବ ମହାନ୍ତିଙ୍କ ପ୍ରତିକ୍ରିୟା। ଟିଟିଲାଗଡ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବାକୁ ଆସି ହ୍ୟୁମାନଙ୍କ ମା’ଙ୍କୁ ଭେଟିଲେ ଅନୁଭବ। ଭେଟିବା ପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ହ୍ୟୁମାନଙ୍କ ମୃତ୍ୟୁର ତଦନ୍ତ ହେବା ସହ କାର୍ଯ୍ୟାନୁଷ୍ଠାନ ହେବା ଉଟିତ୍। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଲିଖିତ ଅନୁରୋଧ କରିସାରିଛି। ତଦନ୍ତ କିଛି ଆଗେଇଛି, ଯେଉଁମାନେ ଦୋଷୀ ସେମାନେ ଦଣ୍ଡିତ ହୁଅନ୍ତୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking