29.1 C
Bhubaneswar
Friday, April 26, 2024
Homeଓଡିଶାବଜ୍ରକାପ୍ତା ଉଦ୍ଧାର ; ୨ ଗିରଫ

ବଜ୍ରକାପ୍ତା ଉଦ୍ଧାର ; ୨ ଗିରଫ

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ ଦ୍ୱାରା ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଥିବା ଆଜି ଜଣାପଡ଼ିଛି। ବଜ୍ରକାପ୍ତା ସହ ପ୍ରାୟ ୫ କେଜି ୬୫ ଗ୍ରାମ ବଜ୍ରକାପ୍ତା କାତି ମଧ୍ୟ ଜବତ ହୋଇଛି। ସମ୍ପୃକ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ ୨ ବେପାରୀଙ୍କୁ ମଧ୍ୟ ଗିରଫ କରିଛି। ବଜ୍ରକାପ୍ତାକୁ ଉଦ୍ଧାର କରାଯିବା ପରେ ସୋନପୁର ବନବିଭାଗକୁ ହସ୍ତାନ୍ତର କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲାର ରାଜାକୋଠି ନିକଟ ମହାନଦୀ ବ୍ରିଜରୁ ଏହାକୁ ଉଦ୍ଧାର କରାଯାଇଛି। ବଜ୍ରକାପ୍ତାକୁ ବାହାରକୁ ଚାଲଣ ଉଦ୍ଦେଶ୍ୟରେ ରଖାଯାଇଥିଲା ବୋଲି ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking