29.1 C
Bhubaneswar
Friday, October 4, 2024
Homeଓଡିଶାଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ

ଭୁବନେଶ୍ୱର : ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ପାଇଁ ରାଜ୍ୟସରକାର ବିଜ୍ଞପ୍ତି ପ୍ରକାଶ  କରିଛନ୍ତି । ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସ ସୀମାରେ କୋହଳ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି ।  ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ  ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ । ସେହିପରି “ଗ” ଓ “ଘ” ବର୍ଗ ପଦବୀରେ ନିର୍ଦ୍ଧାରିତ ବୟସସୀମା ୩ ବର୍ଷ କୋହଳ କରାଯାଇଛି ।  ଅନ୍ୟପକ୍ଷରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking