ଭୁବନେଶ୍ୱର: ଓଏଏସ୍ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁସାରେ… ୧) ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ । ୨) ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମର କମିଶନର କରାଯାଇଛି । ଏବେ ସେ କଟକ ମହାନଗର … Continue reading ଓଏଏସ୍ ସ୍ତରରେ ଅଦଳ ବଦଳ
Copy and paste this URL into your WordPress site to embed
Copy and paste this code into your site to embed