ଭୁବନେଶ୍ୱର: ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁସାରେ,
୧. ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଦାୟିତ୍ୱ ମିଳିଛି
୨. ଗିରିଶ ଏସ ଏନଙ୍କୁ ଏଚ ଆଣ୍ଡ ଏଫ ଡବ୍ଲ୍ୟୁ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ ମିଳିଛି ।
୩.ଅଶ୍ୱତୀ ଏସଙ୍କୁ ଏସଆଇଟିଆଇ- ଓଡିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ମିଳିଛି ।
୪. ରୂପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ ମିଳିଛି ।










