36.1 C
Bhubaneswar
Wednesday, June 4, 2025
Homeଓଡିଶାଓଏଏସ୍ ସ୍ତରରେ ଅଦଳବଦଳ

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ଓଏଏସ୍ ଅଧିକାରୀ ସ୍ତରରେ ଆଜି ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ମିଳିଥିବା ସୂଚନା ଅନୁସାରେ, କଳ୍ପତରୁ ବେହେରାଙ୍କୁ ସିଏମସିର ଅତିରିକ୍ତ କମିଶନର ପଦକୁ ବଦଳି କରାଯାଇଛି । ସେହିପରି ଅବିନାଶ ରାଉତଙ୍କୁ ଏସସିସି ରେଜିଷ୍ଟ୍ରାର(ଆଡମିନିଷ୍ଟ୍ରେସନ)ର ଦାୟିତ୍ୱ ଦିଆଯାଇଛି । ଏହା ସହ ପ୍ରଶାସନ ବିଭାଗ ଓଏସଡି ହୋଇଛନ୍ତି ଦିଲ୍ଲୀପ କୁମାର ମହାରଣା । କ୍ଷୀରାବ୍ଦୀ ବେହେରାଙ୍କୁ ମାଲକାନଗିରି ଅତିରିକ୍ତ ପିଡି ଡିଆରଡିଏ ଭାବେ ବଦଳି କରାଯାଇଛି । ତ୍ରିନାଥ ମାଝୀଙ୍କୁ ମାଲକାନଗିରି ଆଇଟିଡିଏର ପିଏ ଭାବେ ବଦଳି ହୋଇଛନ୍ତି । ଫାଲଗୁନୀ ମାଝୀଙ୍କୁ ଗଜପତିର ଆଇଟିଡିଏ ପିଏ ଭାବେ ଦାୟିତ୍ୱ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking