35.1 C
Bhubaneswar
Saturday, May 4, 2024
Homeଓଡିଶାବିଧାନସଭାରେ ସଂକଳ୍ପ ପାରିତ

ବିଧାନସଭାରେ ସଂକଳ୍ପ ପାରିତ

ଭୁବନେଶ୍ୱର: ଜାତିଭିତ୍ତିକ ଜନଗଣନା ଓ ସଂରକ୍ଷଣ ସୀମା ୫୦ ପ୍ରତିଶତ ନେଇ ସଂକଳ୍ପ ପାରିତ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଗତ ସଂକଳ୍ପ ବିଧାନସଭାରେ ପାରିତ ହୋଇଛି । ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ସଂକଳ୍ପ ଆଗତ କରିଥିଲେ । ସଂକଳ୍ପକୁ ରାଜ୍ୟ ଓବିସି କମିଶନଙ୍କ ନିକଟକୁ ପଠାଇବେ ସରକାର । ସଂକଳ୍ପ ପାରିତ ସହ ବିଧାନସଭା ମୌସୁମୀ ଅଧିବେଶନ ଶେଷ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking