28.1 C
Bhubaneswar
Saturday, April 27, 2024
Homeଓଡିଶାସ୍ୱର୍ଗ ଦ୍ୱାର କଟକଣା ମାସେ ବଢ଼ିଲା

ସ୍ୱର୍ଗ ଦ୍ୱାର କଟକଣା ମାସେ ବଢ଼ିଲା

ପୁରୀ: ପୁରୀ ସ୍ଥିତ ସ୍ୱର୍ଗଦାରରେ ଦାହ ସଂସ୍କରଣ କଟକଣାକୁ ବୃଦ୍ଧି କରାଯାଇଛି । ପୁଣି ମାସେ ବଢ଼ି ସେପ୍ଟେମ୍ବର ୩୦ ଯାଏଁ ଏହି କଟକଣାକୁ ବଢ଼ାଇଛନ୍ତି ଜିଲ୍ଳାପାଳ । ପୁରୀ ଜିଲ୍ଲା ବାହାର ଲୋକଙ୍କୁ ଶବ ସଂସ୍କାର କରିବାକୁ ଅନୁମତି ମିଳିବ ନାହିଁ । କେବଳ ପୁରୀ ଜିଲ୍ଳାବାସୀ ସ୍ୱର୍ଗଦ୍ୱାରରେ ଦାହ ସଂସ୍କରଣ କରିପାରିବେ ବୋଲି ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏବେ କ୍ରମାଗତ ଭାବେ ଦିନକୁ ଦିନ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଅନଲକ ୪.୦ ମଧ୍ୟ ଆରମ୍ଭ ହୋଇଛି । ତେଣୁ ସବୁ ସ୍ଥିତିକୁ ଦୃଷ୍ଟିରେ ରଖି ଏହିପରି ପଦକ୍ଷେପ ଗ୍ରହଣ କରିଛନ୍ତିି ଜିଲ୍ଲାପାଳ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking