29.1 C
Bhubaneswar
Wednesday, April 24, 2024
Homeଓଡିଶାସ୍ୱର୍ଗଦ୍ୱାରରୁ ହଟିଲା କଟକଣା

ସ୍ୱର୍ଗଦ୍ୱାରରୁ ହଟିଲା କଟକଣା

ପୁରୀ : ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଥିବା କଟକଣାକୁ ହଟାଯାଇଛି । ଆଜିଠାରୁ ସ୍ୱର୍ଗଦ୍ୱାରର କଟକଣାକୁ ହଟାଇଛି ପ୍ରଶାସନ । ଏହି ପ୍ରସଙ୍ଗରେ ଜିଲ୍ଲାପାଳ କହିଛନ୍ତି ଯେ, ‘ବାହାର ଜିଲ୍ଲା ଲୋକଙ୍କ ଶେଷକୃତ୍ୟ ପାଇଁ ଥିବା କଟକଣା ହଟିଛି । ଏବେ ଅନ୍ୟ ଜିଲ୍ଲାର ଲୋକଙ୍କ ଶେଷକୃତ୍ୟ ସ୍ୱର୍ଗଦ୍ୱାରେ ହୋଇପାରିବ । କିନ୍ତୁ କରୋନାରୁ ମୃତ୍ୟୁ ହୋଇଥିଲେ କଟକଣା ରହିବ ।’ ତେବେ ସ୍ୱର୍ଗଦ୍ୱାରରେ ଜୁଲାଇ ମାସରୁ କଟକଣା ଲାଗିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking