26.1 C
Bhubaneswar
Tuesday, June 3, 2025
Homeଦେଶ ବିଦେଶଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡର ପୁର୍ନଗଠନ: ଆଲୋକ ଯୋଶୀ ହେଲେ ଅଧ୍ୟକ୍ଷ

ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡର ପୁର୍ନଗଠନ: ଆଲୋକ ଯୋଶୀ ହେଲେ ଅଧ୍ୟକ୍ଷ

ନୂଆଦିଲ୍ଲୀ: ପୁନର୍ଗଠନ ହେଲା ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା  ବୋର୍ଡ । ପୂର୍ବତନର ଚିଫ୍ ଆଲୋକ ଯୋଶୀ ହେଲେ ଅକ୍ଷ୍ୟକ୍ଷ । ଏହି ବୋର୍ଡରେ ଅନୁଭବୀ ସୈନ୍ୟ ଓ ସୁରକ୍ଷା ଅଧିକାରୀ ସାମିଲ ଅଛନ୍ତି । ସାତ ସଦସ୍ୟ ବିଶିଷ୍ଟ ବୋର୍ଡରେ ସେନା, ବାୟୁ ସେନା, ନୌସେନା,ପୋଲିସ , ପୂର୍ବତନ ବିଦେଶ ସେବା ଅଧିକାରୀ ଆଦି ସାମିଲ ରହିଛନ୍ତି। ଏୟାର ମାର୍ଶଲ ପିଏମ ସିହ୍ନା ,ଲେଫ୍ଟନାଣ୍ଟ ଜେନେରାଲ ଏ କେ ସିଂ,ଆଡମିରାଲ ମଣ୍ଟି ଖନା , ରାଜୀବ ରଞ୍ଜନ ବର୍ମା ,ମନମୋହନ ସିଂ ପୂର୍ବତନ ଆଇଏଫଏସ ଅଧିକାରୀ ଭେଙ୍କଟେଶ ବର୍ମା ଆଦି ସଦସ୍ୟ ଅଛନ୍ତି । ଭାରତର ରାଷ୍ଟ୍ରୀୟ ସୁରକ୍ଷା ନୀତି ନିର୍ମାଣରେ ପରାମର୍ଶଦାତା ରୂପେ ଏହି ବୋର୍ଡ କାର୍ଯ୍ୟ କରିବ । ଭାରତର ସୁରକ୍ଷା ନେଇ ରଣନୀତି ପ୍ରସ୍ତୁତ କରିବ ଏହି ବୋର୍ଡ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking