26.1 C
Bhubaneswar
Friday, March 27, 2026
Homeଓଡିଶାଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା

ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା

ବଲାଙ୍ଗୀର: ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା  କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସାଙ୍ଗକୁ ବିୟର ବୋତଲରେ ପିଟିପିଟି ହତ୍ୟା କରିଛି ସାଙ୍ଗ।  ଅବସର ପ୍ରାପ୍ତ ପୁଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା କରିଛନ୍ତି ନିଶାସକ୍ତ ଯୁବକ। ସାଙ୍ଗ ହୋଇ ନିଶା ସେବନ କରିବା ପରେ ବିୟର ବୋତଲରେ ମୁଣ୍ଡ ଫଟାଇ କରିଛନ୍ତି ହତ୍ୟା। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲାର ଦେଓଗାଁ ଥାନା ଅଞ୍ଚଳରେ। ତେବେ ଏନେଇ ପୁଲିସ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାରେ ବ୍ୟବହୃତ ସାମଗ୍ରୀକୁ ଜବତ କରି ୪ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣା ପଡିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking