27.1 C
Bhubaneswar
Monday, May 13, 2024
Homeଓଡିଶାରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ରେବାନ୍ତଙ୍କୁ ମୁଖ୍ୟମନ୍ତ୍ରୀ କରିବା ନେଇ ସର୍ବସମ୍ମତ ନିଷ୍ପତ୍ତି । କଂଗ୍ରେସ ବିଧାୟକ ଦଳ ବୈଠକରେ ସର୍ବସମ୍ମତ ନିଷ୍ପତ୍ତି ହୋଇଥିବା ଜଣାପଡିଛି । ଡିସେମ୍ବର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବାନ୍ତ ରେଡ୍ଡୀ ।

ବିଜେପି ୧୦୦ ସିଟ୍‌ରେ ଜିତିବ: ଖାରବେଳ ସ୍ୱାଇଁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking