ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ

ଭୁବନେଶ୍ୱର :ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ। ପ୍ରମିଳାଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ୨ ମନ୍ତ୍ରୀ ଇସ୍ତଫା ଦେଲା ପରେ ଖାଲି ପଡ଼ିଥିଲା ୨ ବିଭାଗ। କାଲି ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଉଭୟେ କାହିଁକି ଇସ୍ତଫା ଦେଲେ ସେ ସମ୍ପର୍କରେ ମିଳିନି କୌଣସି ସୂଚନା ମିଳିନଥିଲା । ଏହି ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳ … Continue reading ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ