17.1 C
Bhubaneswar
Tuesday, December 9, 2025
Homeଓଡିଶାସାମଗ୍ରୀରେ ସଂଶୋଧିତ ମୂଲ୍ୟ ବାଧ୍ୟତାମୂଳକ: ମନ୍ତ୍ରୀ

ସାମଗ୍ରୀରେ ସଂଶୋଧିତ ମୂଲ୍ୟ ବାଧ୍ୟତାମୂଳକ: ମନ୍ତ୍ରୀ

ଭୁବନେଶ୍ୱର: ଜିଏସ୍‌ଟି ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ । ସମସ୍ତ ଉତ୍ପାଦକ, ପ୍ୟାକର୍ ଓ ଆମଦାନୀକାରୀଙ୍କୁ କେନ୍ଦ୍ରରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସୂଚନା ଦେଇ କହିଛନ୍ତି ଯେ ଜିଏସଟି ସଂଶୋଧନ ହେବା ପୂର୍ବରୁ ସାମଗ୍ରୀରେ ନୂଆ ଦର ଉତ୍ତେଖ ଜୁରୀ ଅଟେ । ହ୍ରାସ ପାଇଥିବା ଜିଏସଟି ଅନୁସାରେ ନୂଆ ଦର ଲାଗୁ ହେବା ଆବଶ୍ୟକ । ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଉକ୍ତ ନିର୍ଦ୍ଦେଶନାମା ଲାଗୁ ହେବ । ପୁରୁଣା ମୂଲ୍ୟକୁ ନ ଲିଭାଇ ତା ପାଖରେ ନୂଆ ମୂଲ୍ୟ ଉଲ୍ଲେଶ ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking