21.1 C
Bhubaneswar
Saturday, February 14, 2026
Homeଓଡିଶାଧାନ କ୍ୱିଣ୍ଟାଲ ୩୧ ଶହ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଧାନ କ୍ୱିଣ୍ଟାଲ ୩୧ ଶହ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍ । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଚାଉଳ ଏଟିଏମ୍ । ହିତାଧିକାରୀଙ୍କୁ କାର୍ଡ ଦିାଯିବ, ସେମାନେ ଚାଉଳ ଉଠାଇବେ । ମେସିନ୍‌ରେ କାର୍ଡ ଗଳାଇଲେ ବାହାରିବ ଚାଉଳ । ଆଗାମୀ ସପ୍ତାହକ ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ କରାଯିବ ଏହି ବ୍ୟବସ୍ଥା । ପରେ ରାଜ୍ୟର ସବୁ ଜିଲ୍ଲାରେ ଖୋଲାଯିବ ଏଟିଏମ । ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି, ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ। ନିର୍ବାଚନୀ ଇସ୍ତାହାରରେ କହିଛୁ, ଏଇ ଖରିଫ୍‌ ଋତୁରୁ ଚାଷୀଙ୍କୁ ୩୧ ଶହ ଟଙ୍କା ଦେବୁ। କାଲି କେନ୍ଦ୍ର ସରକାର ଧାନ କ୍ୱିଣ୍ଟାଲ ପ୍ରତି ୨୩ଶହ କଲା ପରେ ଆମକୁ ସୁବିଧା ହୋଇଛି। ଆମକୁ ୯୧୭ ଟଙ୍କା ଅଧିକ ଦେବାକୁ ପଡ଼ିଥା’ନ୍ତା। ଏବେ ୮୦୦ ଟଙ୍କା ପଡ଼ିବ। ଚାଷୀ ଧାନ ଦେବାର ୪୮ ଘଣ୍ଟା ମଧ୍ୟରେ ପ୍ରାପ୍ୟ ପାଇଯିବେ। କୌଣସି କଟ୍‌ନୀଛଟ୍‌ନୀ କରାଯିବନି। କଟ୍‌ନୀଛଟ୍‌ନୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking