19.1 C
Bhubaneswar
Wednesday, February 11, 2026
Homeଓଡିଶାଠିକ ସମୟରେ ଠିକ ନିଷ୍ପତ୍ତି: ମନମୋହନ

ଠିକ ସମୟରେ ଠିକ ନିଷ୍ପତ୍ତି: ମନମୋହନ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିଲେ ବିଜେପି  ରାଜ୍ୟ ସଭାପତି ମନମୋହନ ସାମଲ । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି,  ବିଜେଡିର ଦଳୀୟ ନିଷ୍ପତ୍ତି, ବିଜେପି ନିଜ ରାସ୍ତାରେ ଅଛି । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ ।  ଛିକ ସମୟରେ ଠିକ ନିଷ୍ପତ୍ତି ନିଆଯିବ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking