ଟ୍ୱିନ ସିଟିରେ ସହରୀ ବନ୍ୟାର ଆଶଙ୍କା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ଫଳରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାକୁ ଲାଗିଛି। ତେବେ ଏହା ମଧ୍ୟରେ ଆଗାମୀ ୧୨ ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ମିଳିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ। ଫଳରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ୧୪ ଜିଲାରେ ପ୍ରବଳ ବର୍ଷା ହେବ। ଅଗଶିଷ୍ଟ ୧୬ ଜିଲାରେ … Continue reading ଟ୍ୱିନ ସିଟିରେ ସହରୀ ବନ୍ୟାର ଆଶଙ୍କା