40.1 C
Bhubaneswar
Thursday, April 25, 2024
Homeଓଡିଶାସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

ଭଦ୍ରକ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା କହରାପୋଖରୀ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି। ଟ୍ରକକୁ ପଛରୁ ଏକ ବାଇକ ପିଟିବାରୁ ୨ ଜଣଙ୍କ ଜୀବନ ଚାଲିଯାଇଛି। ଜଣେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରି ନାହିଁ । ଟ୍ରକ ପଛରେ ଉକ୍ତ ବାଇକ ପିଟି ହେବା ପରେ ସଭିଏଁ ରାସ୍ତାକୁ ଛିଟିକି ପଡିଥିଲେ। ଖବର ପାଇ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking