ଆଠଗଡ: ତେଲ ଟ୍ୟାଙ୍କରକୁ ଏକ ବାଇକ ପିଟିବା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଏନଏଚ ୬୫ କୁଲେଇଲୋ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାସ୍ଥଳରେ ବାଇକଟି ଜଳି ଯାଇଛି । ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି ।
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ