28.1 C
Bhubaneswar
Saturday, April 27, 2024
Homeଓଡିଶାଦୁର୍ଘଟଣାରେ ଜଳିଗଲା ବାଇକ୍‌; ୨ ମୃତ

ଦୁର୍ଘଟଣାରେ ଜଳିଗଲା ବାଇକ୍‌; ୨ ମୃତ

ଆଠଗଡ: ତେଲ ଟ୍ୟାଙ୍କରକୁ ଏକ ବାଇକ ପିଟିବା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଏନଏଚ ୬୫ କୁଲେଇଲୋ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାସ୍ଥଳରେ ବାଇକଟି ଜଳି ଯାଇଛି । ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି ।

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking