ବରଯାତ୍ରୀ ଭ୍ୟାନକୁ ଧକ୍କା ଦେଲା ଦୃତଗାମୀ ଟ୍ରକ; ୯ଜଣଙ୍କ ମୃତ୍ୟୁ

ଜୟପୁର: ରାଜସ୍ଥାନ ଝାଲାଓ୍ବାଡ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବରଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଭ୍ୟାନକୁ ଗୋଟିଏ ଟ୍ରକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୯ଜଣଙ୍କ ମୃତ୍ୟୁ ହୋଇଛି । ଆଜି (ରବିବାର) ସକାଳେ ଆକ୍ଲେରା ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ଭ୍ୟାନରେ ମୋଟ କେତେ ଲୋକ ଥିଲେ ଓ ଆହତଙ୍କ ସଂଖ୍ୟା ସମ୍ପର୍କରେ ସ୍ପଷ୍ଟ ହୋଇନି । ସ୍ଥାନୀୟ ପୋଲିସ ଓ ପ୍ରଶାସନ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି । … Continue reading ବରଯାତ୍ରୀ ଭ୍ୟାନକୁ ଧକ୍କା ଦେଲା ଦୃତଗାମୀ ଟ୍ରକ; ୯ଜଣଙ୍କ ମୃତ୍ୟୁ