31.1 C
Bhubaneswar
Tuesday, April 23, 2024
Homeଦେଶ ବିଦେଶମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ମୃତ

ନୂଆଦିଲ୍ଲୀ: ଆଜି ଗୁଜରାଟ ନଡ଼ିଆଦ ଜିଲ୍ଲା ଜାତୀୟ ରାଜପଥ-୮ରେ ଘଟିଛି ଏକ ଭୟଙ୍କର ଦୁର୍ଘଟଣା। ସୂଚନା ଅନୁଯାୟୀ,  ୨ କାର୍‌ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତିତ ଏଥିରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଫଳରେ ସେମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ସେଠାରେ ଚାପା ଉତ୍ତେଜନା ଦେଖା ଦେଇଥିଲା । ହେଲେ ପରେ ପୋଲିସ ପହଞ୍ଚି ପରିସ୍ଥିତି କୁ ନିୟନ୍ତ୍ରଣ କରିଛି । 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking