ଗଞ୍ଜାମ: ବାଇକକୁ ଧକ୍କା ଦେଲା ଟ୍ରାକ୍ଟର । ଦୁର୍ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅଛନ୍ତି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି କେ. ନୂଆଗାଁ ଥାନା ଚିକିଟିପେଣ୍ଠ ବସଷ୍ଟାଣ୍ଡ ନିକଟରେ ଦୁର୍ଘଟଣା ଘଟିଛି । ଗୁରୁତର ସ୍ୱାମୀକୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଉଭୟ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।










