ଭୁବନେଶ୍ୱର: ୨୦ ତାରିଖ ପୂର୍ବରୁ ଶେଷ ହେବ ରାସ୍ତା ମରାମତି କାମ । କେବଳ ଟ୍ୱିନ ସିଟି ନୁହେଁ , ସବୁ ମ୍ୟୁନିସିପାଲିଟି ଅଞ୍ଚଳରେ କାମ ହେବ । ବୈଠକ ପରେ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମ୍ୟୁନିସିପାଲିଟି ଓ ମ୍ୟୁନିସିପାଲ କର୍ପୋରେସନ ସହ ମିଶି ଆଜିଠୁ କାମ ଆରମ୍ଭ ହେବ ।