29.1 C
Bhubaneswar
Friday, June 20, 2025
Homeଓଡିଶାମୁଣ୍ଡରେ ବନ୍ଧୁକ ଲଗାଇ ୭ ଲକ୍ଷରୁ ଅଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ମୁଣ୍ଡରେ ବନ୍ଧୁକ ଲଗାଇ ୭ ଲକ୍ଷରୁ ଅଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ: ଭଦ୍ରକରେ ବନ୍ଧୁକ ମୁନ୍‌ରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି। ତିହିଡ଼ି ବଜାରସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍‌ରେ ଲୁଟ୍‌ ହୋଇଛି। ବ୍ୟାଙ୍କ ମ୍ୟାନେଜରଙ୍କ ମୁଣ୍ଡରେ ବନ୍ଧୁକ ରଖି ୪ ମୁଖାପିନ୍ଧା ଦୁର୍ବୃତ୍ତ ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ୭ ଲକ୍ଷ ୫୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ତିହିଡ଼ି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking