21.1 C
Bhubaneswar
Saturday, December 6, 2025
Homeଅପରାଧମାଉଜର ଦେଖାଇ ଦଶ ଲକ୍ଷ ଟଙ୍କା ଲୁଟିନେଲେ ଦୁବୃର୍ତ୍ତ

ମାଉଜର ଦେଖାଇ ଦଶ ଲକ୍ଷ ଟଙ୍କା ଲୁଟିନେଲେ ଦୁବୃର୍ତ୍ତ

ଅନୁଗୋଳ : ମାଉଜର ଦେଖାଇ ଲୁଟିନେଲେ ଦଶ ଲକ୍ଷ ଟଙ୍କା । ଏଭଳି ଅଘଟଣ ଘଟିଛି ଅନୁଗୁଳରେ । ସାକୋଶିଙ୍ଗାର ଶୁଭମ କିଷାନ ସେବା କେନ୍ଦ୍ର ପେଟ୍ରୋଲ ପମ୍ପର ମ୍ୟାନେଜର ବଶିଷ୍ଠ ସାହୁ ଓ କର୍ମଚାରୀ ଚନ୍ଦନ ଗଡ଼ନାୟକ ଟଙ୍କା ନେଇ ଅନୁଗୋଳ ଗାନ୍ଧୀମାର୍ଗ ଏସ୍‌ବିଆଇ ଶାଖାକୁ ଯାଉଥିଲେ। ଏହି ସମୟରେ ସରସ୍ୱତୀ ଶିଶୁ ମନ୍ଦିର ନିକଟରୁ ମାଉଜର ଓ ଭୁଜାଲି ଦେଖାଇ ଦୁର୍ବୃତ୍ତମାନେ ଦଶ ଲକ୍ଷ ଟଙ୍କା ଲୁଟିନେଇ ଥିବା ନେଇ ଅଭିଯୋଗ ହୋଇଛି । ଏଥିରେ ଗୁରୁତର ଭାବେ ଆହତ ହୋଇଛନ୍ତି ମ୍ୟାନେଜର ବଶିଷ୍ଠ ସାହୁ । ଏନେଇ ଅନୁଗୋଳ ଟାଉନ ଥାନାରେ ଏତଲା ହେବା ପରେ ପୋଲିସର ତଦନ୍ତ ଆରମ୍ଭ ହୋଇଛି । ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମ୍ୟାନେଜର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking