18.1 C
Bhubaneswar
Thursday, December 25, 2025
Homeଓଡିଶାବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ

ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ

ମୟୁରଭଞ୍ଜ:ରାଇରଙ୍ଗପୁର ବହଳଦା ଥାନା ମୁଖ୍ୟ ବଜାରରେ ବଡ଼ ଧରଣର ଲୁଟ୍‌ । ବନ୍ଧୁକ ଦେଖାଇ ଷ୍ଟେଟ ବ୍ୟାଙ୍କ ଶାଖାରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ୩ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶିବା ସହ କର୍ମଚାରୀଙ୍କୁ ମାଡ ମାରିଥିଲେ । ବନ୍ଧୁକ ଦେଖାଇ ଧମକ ଦେବା ସହ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି । ଦୁର୍ବୃତ୍ତଙ୍କ ମାଡ଼ରେ ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ଗଭୀର ଆହତ ଲାଗିଛି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ ସହ ତଦନ୍ତ ଆରମ୍ଭ କରିଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking