28.1 C
Bhubaneswar
Wednesday, February 4, 2026
Homeଓଡିଶାବ୍ୟାଙ୍କରେ ପଶି ଲୁଟି ନେଲେ ଦୁର୍ବୃତ୍ତ

ବ୍ୟାଙ୍କରେ ପଶି ଲୁଟି ନେଲେ ଦୁର୍ବୃତ୍ତ

ବଲାଙ୍ଗୀର: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କରେ ପଶି ଲୁଟ କରିବା ପରେ ଭିତର ପଟୁ ଲକ୍‌ କରି ଫେରାର୍‌ ହୋଇଥିବା ସୂଚନା ମିଳିଛି। ବ୍ୟାଙ୍କରୁ କେତେ କ’ଣ ଚୋରି ହୋଇଛି ତାହାର ସଠିକ୍‌ ସୂଚନା ମିଳିପାରି ନାହିଁ।ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରିକି ପୋଲିସ ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ତନାଘନା ଆରମ୍ଭ କରିଛି। ହେଲେ ଦୁର୍ବୃତ୍ତମାନଙ୍କ ସମ୍ପର୍କରେ କୌଣସି ସୂଚନା ପାଇପାରି ନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking