34.1 C
Bhubaneswar
Wednesday, May 21, 2025
Homeଓଡିଶାବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ବର: ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁବୃତ । ଘରେ ପଶି ମାଡ଼ ମାରିବା ସହ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଛନ୍ତି ଲୁଟେରା । ବାଲେଶ୍ବର ଜିଲ୍ଲା ସୋର ଥାନା ଅଂଚଳରେ ଏଭଳି ଘଟଣା ଘଟିଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦେବେନ୍ଦ୍ର ପ୍ରସାଦ ପାତ୍ରଙ୍କ ଘରୁ ଗତକାଲି ରାତିରେ କଳାକନା ବୁଲାଇଛନ୍ତି ଦୁବୃତ । ଗତକାଲି ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ୬ ଦୁର୍ବୁତ ଘରେ ପଶି ତାଙ୍କ ସ୍ତ୍ରୀ ଓ ବୋହୁକୁ ବାନ୍ଧି ବେକରେ ଭୁଜାଲି ଓ ମୁଣ୍ଡରେ ବନ୍ଧୁକ ଲଗାଇଥିଲେ । ଘରେ ଥିବା ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗହଣା ଲୁଟ କରିବା ସହିତ ସେମାନଙ୍କୁ ମାଡ଼ ମାରିଥିଲେ। ସୋର ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking