17.1 C
Bhubaneswar
Wednesday, February 4, 2026
Homeଓଡିଶାଜେସିବି ଲଗାଇ ଏଟିଏମ ତାଡ଼ି ନେଲେ ଦୁର୍ବୃତ୍ତ

ଜେସିବି ଲଗାଇ ଏଟିଏମ ତାଡ଼ି ନେଲେ ଦୁର୍ବୃତ୍ତ

ଝାରସୁଗୁଡ଼ା: ଜେସିବି ଲଗାଇ ଏଟିଏମ ତାଡ଼ି ନେଲେ। ଝାରସୁଗୁଡ଼ା ସଦର ଥାନା ବିଟିଏମ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ ଇଣ୍ଡିଆର ଏଟିଏମକୁ ଜେସିବି ଲଗାଇ ତାଡି ନେଇଛନ୍ତି ଦୁର୍ବୃତ୍ତ। ଗତକାଲି ରାତିରେ କେହି ଦୁର୍ବୃତ୍ତ ତାଡ଼ି ନେଇଥିବା ଜଣାପଡ଼ିଛି। ସୂଚନା ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଟିଏମ୍‌ ଓ ଜେସିବିକୁ ଜବତ କରାଯାଇଛି। ଜେସିବି ମାଲିକ ସମତେ ୩ ଜଣଙ୍କୁ ପୁଲିସ ଥାନାରେ ଅଟକ ରଖି ପଚରଉଚରା କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking