19.1 C
Bhubaneswar
Sunday, February 15, 2026
Homeଓଡିଶାମଦଭାଟିରେ ଲୁଟ୍ ଘଟଣା: ମାଷ୍ଟରମାଇଣ୍ଡ ସହିତ ୮ ଗିରଫ

ମଦଭାଟିରେ ଲୁଟ୍ ଘଟଣା: ମାଷ୍ଟରମାଇଣ୍ଡ ସହିତ ୮ ଗିରଫ

କଳାହାଣ୍ଡି :କଳାହାଣ୍ଡି ଜିଲ୍ଲା ପୁଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ  ସଫଳ ହୋଇଛି। ଧର୍ମଗଡ଼ ଥାନା ପୁଲିସ ଏକ ବଡ଼ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ମାଷ୍ଟରମାଇଣ୍ଡ ସମେତ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜଣେ ଅଭିଯୁକ୍ତ ବର୍ତ୍ତମାନ ପର‌୍ୟ୍ୟନ୍ତ ଫେରାର ରହିଛି। ଗିରଫ ଅଭିଯୁକ୍ତମାନଙ୍କ  ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମରଣାସ୍ତ୍ର ଆଦି ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ଦକ୍ଷିଣ ପଶ୍ଚିମାଞ୍ଚଳ ଆଇଜି ନିତି ଶେଖର ଧର୍ମଗଡ଼ ଥାନା ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି।

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking