19.1 C
Bhubaneswar
Monday, February 2, 2026
Homeଓଡିଶାରାଉରକେଲା ବିମାନବନ୍ଦରର ହେବ ସମ୍ପ୍ରସାରଣ: ମୁଖ୍ୟମନ୍ତ୍ରୀ

ରାଉରକେଲା ବିମାନବନ୍ଦରର ହେବ ସମ୍ପ୍ରସାରଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଉରକେଲାରେ ୨୩ଟି ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୋଟ ୩୫ ହଜାର ୮୮୪ କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଇଛି । ରାଜ୍ୟରେ ୨୨ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ କହିଛନ୍ତି ମୁଖ୍ୟମନ୍ତ୍ରୀ । ଖୁବଶୀଘ୍ର ରାଉରକେଲା ବିମାନବନ୍ଦର ଓ ଷ୍ଟିଲ ପ୍ଲାଣ୍ଟର ହେବ ସମ୍ପ୍ରସାରଣ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରି କହିଛନ୍ତି। ଏନେଇ ଟାସ୍କ ଫୋର୍ସ ଗଠନ କରାଯାଇଛି । କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି । ବିମାନବନ୍ଦରକୁ କାଟାଗୋରୀ- ସିକୁ ବୃଦ୍ଧି କରିବାକୁ ଯୋଜନା ଚାଲିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking