ରାଉରକେଲା ବିମାନ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ରାଉରକେଲା: ରାଉରକେଲା ବିମାନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ କୃପାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଖବର ଆଶ୍ୱସ୍ତିକର । ଆହତ ବ୍ୟକ୍ତିମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛି । ମୁଁ ବ୍ୟକ୍ତିଗତ ଭାବେ ସ୍ଥିତି ଉପରେ ନଜର ରଖିଛି । ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି । ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ … Continue reading ରାଉରକେଲା ବିମାନ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed