20.1 C
Bhubaneswar
Saturday, December 6, 2025
Homeଓଡିଶାଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରେ ଆରମ୍ଭ ହେଲା ରୁପା ଛାଉଣୀ କାମ

ଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରେ ଆରମ୍ଭ ହେଲା ରୁପା ଛାଉଣୀ କାମ

ପୁରୀ : ଆରମ୍ଭ ହେଲା ଶ୍ରୀମନ୍ଦିର ସିଂହଦ୍ଵାର ଗୁମୁଟରେ ରୁପା ଛାଉଣୀ କାମ। କେବଳ ସିଂହଦ୍ୱାର ଗୁମୁଟ ନୁହେ ରତ୍ନଭଣ୍ଡାରକୁ ଜଗି ରହିଥିବା ଭଣ୍ଡାର ଲୋକନାଥଙ୍କ ମନ୍ଦିର ଦ୍ଵାର, ପ୍ରଭା ଓ ଖିଲଣ ବି ରୁପାର ହେବ । ୬ ଫୁଟ୍ ଉଚ୍ଚ ଓ ସାଢେ ତିନି ଫୁଟ ଚଉଡ଼ାର ଏହି ଦ୍ଵାର ନୂଆ ସୌନ୍ଦର୍ଯ୍ୟ ପାଇବ । ଆସନ୍ତା ଦୁଇ ମାସ ମଧ୍ୟରେ କାମ ଆରମ୍ଭ କରିବାକୁ ଲକ୍ଷ ରହିଛି । ସେହିପରି ମଦନ ମୋହନ, ଶ୍ରୀଦେବୀ ଭୂଦେବୀଙ୍କ ସମେତ ଦୋଳଗୋବିନ୍ଦ ଆଦି ଠାକୁରଙ୍କ ୭ଟି ପ୍ରଭାକୁ ରୂପା ଛାଉଣୀ କରିବାକୁ ପ୍ରସ୍ତୁତି ଚଲାଇଛି ଶ୍ରୀମନ୍ଦିର ପ୍ରଶାସନ । ରୁପା ଛାଉଣୀ କାମକୁ ସବୁ ମହଲରେ ସ୍ଵାଗତ କରାଯାଇଛି । ସିଂହଦ୍ୱାର ଭଳି ଅନ୍ୟ ତିନି ଦ୍ଵାର ମଧ୍ୟ ରୁପା ଛାଉଣୀ କରିବାକୁ ଦାବି କରିଛନ୍ତି ସେବାୟତ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking