38.3 C
Bhubaneswar
Saturday, June 20, 2026
Homeଓଡିଶାରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀମତୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ। ୨୦୦୬ ମସିହା ଆଇ.ଏ.ଏସ୍‌. କ୍ୟାଡର ଅଧିକାରୀ ଶ୍ରୀମତୀ ସାହୁ ପ୍ରଶାସନିକ ସେବା ଜୀବନର ଆରମ୍ଭରୁ ବିଭିନ୍ନ ପଦପଦବୀରେ ଅବସ୍ଥିତ ହୋଇ ଦକ୍ଷତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking