24.1 C
Bhubaneswar
Tuesday, March 18, 2025
Homeଓଡିଶାସହଦେବ ହତ୍ୟା: ମାଷ୍ଟରମାଇଣ୍ଡ ଗିରଫ

ସହଦେବ ହତ୍ୟା: ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର: ସହଦେଵ ନାୟକ ହତ୍ୟାକାଣ୍ଡ ମାମଲା । ମୁଖ୍ୟ ଅଭିଯୁକ୍ତ ରମା ନାୟକ ଗିରଫ ।  ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ ଆତ୍ମସମର୍ପଣ କରିଛି  ।  ଆତ୍ମସମର୍ପଣ ପରେ ଗିରଫ କଲା ପୋଲିସ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା  ।  ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା  । ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି  ।  ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ  ।  ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ ।  ୪୦ ଦିନ ପରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଜଣଙ୍କୁ କୋର୍ଟଚାଲାଣ କରାଯିବ  ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking