ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି

ଭୁବନେଶ୍ୱର: ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି । ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନ ନିଦ୍ୱର୍ନ୍ଦରେ ନିର୍ବାଚିତ । ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି । ସୄଚନା ମୁତାବକ, ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ । ଜି.ଉଦୟଗିରିରୁ ଦୁଇ ଥରର ବିଧାୟକ ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ନିର୍ବାଚିତ ହୋଇଛନ୍ତି ସାଲୁଗା ପ୍ରଧାନ । ଗତକାଲି ନାମାଙ୍କନ ପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । … Continue reading ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି