25.1 C
Bhubaneswar
Wednesday, January 8, 2025
Homeଓଡିଶାସମ୍ବଲପୁର ୨ ବିଜେପି କର୍ମୀ ଙ୍କୁ ହତ୍ୟା ମାମଲା : ୩ ଦିନିଆ ରିମାଣ୍ଡରେ ଅଭିଯୁକ୍ତ

ସମ୍ବଲପୁର ୨ ବିଜେପି କର୍ମୀ ଙ୍କୁ ହତ୍ୟା ମାମଲା : ୩ ଦିନିଆ ରିମାଣ୍ଡରେ ଅଭିଯୁକ୍ତ

ସମ୍ବଲପୁର : ସମ୍ବଲପୁର ୨ ବିଜେପି କର୍ମୀ ଙ୍କୁ ହତ୍ୟା ମାମଲାରେ ଅଭିଯୁକ୍ତ ଡ୍ରାଇଭରକୁ ୩ ଦିନିଆ ରିମାଣ୍ଡରେ ନେବ ପୁଲିସ।
ଗିରଫ ଅଭିଯୁକ୍ତ ଡ୍ରାଇଭର ପ୍ରସନ୍ନ ଜେନାମଣି ବାରମ୍ବାର ନିଜ ବୟାନ ବଦଳାଉଥିବା ବେଳେ, ସତ ଆଦାୟ କରିବାକୁ ୭ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିଥିଲା ବୁର୍ଲା ପୁଲିସ। ତେବେ ୩ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଔଗୠଉ କୋର୍ଟ । ଗତରାତିରେ ଅଭିଯୁକ୍ତ ଡ୍ରାଇଭରକୁ କୋର୍ଟଚାଲାଣ କରାଯାଇଥିଲା। ୩ ଦିନିଆ ରିମାଣ୍ଡ ବେଳେ ଅଭିଯୁକ୍ତକୁ ଘାଣ୍ଟିବ ପୋଲିସ। ସତ ଆଦାୟ କରିବାକୁ ଚେଷ୍ଟା କରିବ । ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥର କଣ୍ଟାପାଲି ଓଭରବ୍ରିଜ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ କାରକୁ ହାଇୱା ଧକ୍କା ଦେବାରୁ ୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking