32.1 C
Bhubaneswar
Monday, May 20, 2024
Homeଓଡିଶାସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆଜି ପୁଣି ପ୍ରଶ୍ନପତ୍ର ଲିକ୍ : ପରୀକ୍ଷା ବାତିଲ

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆଜି ପୁଣି ପ୍ରଶ୍ନପତ୍ର ଲିକ୍ : ପରୀକ୍ଷା ବାତିଲ

ସମ୍ବଲପୁର : ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆଜି ପୁଣି ପ୍ରଶ୍ନପତ୍ର ଲିକ୍ ହୋଇଛି । ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ପରୀକ୍ଷା ନିୟନ୍ତ୍ରକ ମାନିବା ସହ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅସଲି ବୋଲି ମଧ୍ୟ ସ୍ୱୀକାର କରିଛନ୍ତି । ତେବେ ଆଜି ଦିନ ୧୦ଟାରେ ହେବାକୁ ଥିବା ଫିଜିକ୍ସ ପରୀକ୍ଷା ବାତିଲ ହୋଇଛି । କେବେ ପୁଣି ପରୀକ୍ଷା ହେବ ଜଣାଇ ଦିଆଯିବ ବୋଲି କର୍ତ୍ତୃପକ୍ଷ ପକ୍ଷରୁ ସୂଚନା ଦିଆଯାଇଛି ।

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ +୩ ତୃତୀୟ ବର୍ଷର ପ୍ରଶ୍ନପତ୍ର ଲିକ୍: ପରୀକ୍ଷା ବାତିଲ୍

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking