27.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ନମୂନା ପରୀକ୍ଷା ୫୦ହଜାର ଟପିଲା

ରାଜ୍ୟରେ ନମୂନା ପରୀକ୍ଷା ୫୦ହଜାର ଟପିଲା

ଭୁବନେଶ୍ୱର : ରାଜ୍ୟରେ ଗତକାଲି ଦିନକରେ ୩୦୬୦ ନମୂନା ପରୀକ୍ଷା ହୋଇଥିଲା । ଏହା ଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫୦ହଜାର୫୧୪ ନମୂନା ପରୀକ୍ଷା କରାଯାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ସୁଦ୍ଧା ରାଜ୍ୟରେ ୪୭୪୫୪ କୋଭିଡ୍ ନମୂନା ପରୀକ୍ଷା ହୋଇଥିଲା ।
ଆଜି ସକାଳୁ ରାଜ୍ୟରେ ସର୍ବାଧିକ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୭ଜଣ ଗଞ୍ଜାମ ଓ ୩ଜଣ ମୟୁରଭଞ୍ଜ ଜିଲ୍ଲାର । ଏହା ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଂଚିଛି । ସେଥିମଧ୍ୟରୁ ୬୧ଜଣ ସୁସ୍ଥ ହୋଇଛନ୍ତି । ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୧୪୨ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/05/07/20-corona-positive-indented-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking