29.1 C
Bhubaneswar
Thursday, May 2, 2024
Homeଓଡିଶାସଞ୍ଜୟ ଦାସବର୍ମାଙ୍କୁ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଦାୟିତ୍ବ

ସଞ୍ଜୟ ଦାସବର୍ମାଙ୍କୁ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଦାୟିତ୍ବ

ଭୁବନେଶ୍ବର: ବିଜେଡିର ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂତନ ଦାୟିତ୍ବ ପ୍ରଦାନ କରିଛନ୍ତି। ତାଙ୍କୁ ଯୋଜନା ବୋର୍ଡର ଉପାଧ୍ୟକ୍ଷଭାବେ ମନୋନୀତ କରାଯାଇଛି। ସଞ୍ଜୟ ଦାସବର୍ମାଙ୍କୁ ମିଳିବ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀର ମର୍ଯ୍ୟାଦା। ଗତ ବିଧାନସଭା ନିର୍ବାଚନରେ ସଞ୍ଜୟ ଦାସବର୍ମା ପରାଜିତ ହୋଇଥିଲେ। ତାଙ୍କ ନିର୍ବାଚନମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବିଜୟୀ ହୋଇଥିଲେ।
https://onakhabar.com/2020/02/28/naveen-changed-his-attitude/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking