26.1 C
Bhubaneswar
Tuesday, May 7, 2024
Homeଓଡିଶାଆଜି ସରସ୍ବତୀ ପୂଜା : ଶିକ୍ଷାନୁଷ୍ଠାନରେ ଚାଲିଛି ମା’ ବାଗଦେବୀଙ୍କ ପୂଜା

ଆଜି ସରସ୍ବତୀ ପୂଜା : ଶିକ୍ଷାନୁଷ୍ଠାନରେ ଚାଲିଛି ମା’ ବାଗଦେବୀଙ୍କ ପୂଜା

ଭୁବନେଶ୍ବର : ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ପୂଜା ପାଳନ କରିଥାନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ । ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ଦୁଇବର୍ଷର କରୋନା କଟକଣା ପରେ ଏବର୍ଷ ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି ।

ଓଡ଼ିଶାର ଏହି ୪ ଜଣ ପାଇବେ ପଦ୍ମଶ୍ରୀ ପୁରସ୍କାର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking