30.1 C
Bhubaneswar
Sunday, February 8, 2026
Homeଓଡିଶାସରୋଜିନୀ ତରାଇ ବିଜେଡିରୁ ନିଲମ୍ବିତ

ସରୋଜିନୀ ତରାଇ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର: କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ବିଜେଡିରୁ ନିଲମ୍ବିତ । ବିଜେଡିରୁ ନିଲମ୍ବିତ ହେଲେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ସରୋଜିନୀ ତରାଇ । ଦଳ ବିରୋଧୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ମିଳିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସରୋଜିନୀଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking