ଭୁବନେଶ୍ୱର : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକର ଜୋନ୍ ୩ ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳରୁ ବହିଷୃତ କରିଛନ୍ତି ।