29.1 C
Bhubaneswar
Saturday, April 27, 2024
Homeଓଡିଶାସମ୍ବାଦର ସମ୍ପାଦକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା

ସମ୍ବାଦର ସମ୍ପାଦକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେଥିରୁ ଫିଲ୍ମ ଷ୍ଟାର ଠାରୁ ଆରମ୍ଭ କରି ନେତା ମନ୍ତ୍ରୀ କେହି ବି ବାଦ ପଡ଼ୁ ନାହାନ୍ତି । ଏହାରି ମଧ୍ୟରେ ସମ୍ବାଦର ସମ୍ପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ଟ୍ୱିଟ କରି ନିଜେ ସୌମ୍ୟରଞ୍ଜନ ସୂଚନା ଦେଇଛନ୍ତି । ଏହାସହ ସେ କହିଛନ୍ତି ଯେ ସେ ସୁସ୍ଥ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଡାକ୍ତରୀ ପରାମର୍ଶ ପାଇଁ ଅନୁରୋଧ ମଧ୍ୟ ସେ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking