18.1 C
Bhubaneswar
Monday, February 2, 2026
Homeଓଡିଶାଭିଜିଲାନ୍ସ ଜାଲରେ ଏସସିବି ଡାକ୍ତର

ଭିଜିଲାନ୍ସ ଜାଲରେ ଏସସିବି ଡାକ୍ତର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଏସସିବି ଆସୋସିଏଟ୍ ପ୍ରଫେସର ଡା. ସନାତନ ବେହେରା । ହେପାଟୋଲୋଜି ବିଭାଗର ଆସୋସିଏଟ ପ୍ରଫେସର ଡା. ସନାତନ ବେହେରା । ୨ ଲକ୍ଷ ୬୩ ହଜାର ଟଙ୍କା ନେଇ ଯାଉଥିଲା ବେଳେ ମାଡିବସିଲା ଭିଜିଲାନ୍ସ । ବିଭାଗକୁ ସାମଗ୍ରୀ ଯୋଗାଣ ପାଇଁ ବିଡର୍ ଠାରୁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ସରକାରୀ କ୍ୱାର୍ଟର୍ସକୁ ସ୍କୁଟରରେ ଟଙ୍କା ନେଇ ଗଲା ବେଳେ ଧରାପଡିଲେ । କାଠଗୋଲାସାହି – ମୋଡିକାଲ ରୋଡ୍‌ରେ କାବୁ କଲା ଭିଜିଲାନ୍ସ ଟିମ୍ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking