37.2 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗଏସ୍‌ସିବିରେ ଓପନ ହାର୍ଟ ସର୍ଜରୀ ବନ୍ଦ

ଏସ୍‌ସିବିରେ ଓପନ ହାର୍ଟ ସର୍ଜରୀ ବନ୍ଦ

କଟକ: କଟକ ଏସ୍‌ସିବିରେ ଓପନ ହାର୍ଟ ସର୍ଜରୀ ବନ୍ଦ ହୋଇଛି। ବଡ଼ ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଅକ୍ସିଜେନ ପାଇପ୍ ଲିକ୍ ଯୋଗୁଁ ସର୍ଜରୀ ବନ୍ଦ ରହିଛି। ବିଭାଗର ଆଇସିୟୁ ଏବଂ ଓଟି ବନ୍ଦ ଯୋଗୁଁ ଅସ୍ତ୍ରୋପଚାର ବନ୍ଦ ରଖାଯାଇଥିବା ସୂଚନା ମିଳିଛି। ଲିକ୍ କାରଣରୁ ଅକ୍ସିଜେନ ପ୍ଲାଣ୍ଟକୁ ବନ୍ଦ କରି ଦିଆଯାଇଛି। ଗୁରୁତର ରୋଗୀଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ସ୍ଥିତି ସ୍ୱଭାବିକ ହେବା ପର୍ଯ୍ୟନ୍ତ ଓପନ ହାର୍ଟ ସର୍ଜରୀ ବନ୍ଦ ରହିବ। ଏସ୍‌ସିବି ମେଡିକାଲ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking