ଇତିହାସ ରଚିଲା ଏସସିବି ମେଡିକାଲ: ପ୍ରଥମଥର ପାଇଁ ବ୍ଲାକ ଫଙ୍ଗସ ପ୍ଲାଷ୍ଟିକ ସର୍ଜରି ସଫଳ

କଟକ: ଓଡିଶା ଇତିହାସରେ ପ୍ରଥମ ଥର ପାଇଁ କଟକର ଏସସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫଳ ହୋଇଛି ବ୍ଲାକ ଫଙ୍ଗସ ପ୍ଲାଷ୍ଟିକ ସର୍ଜରି । ବ୍ରହ୍ମପୁରୁର ଏମ୍.ମେନକା ମାରାତ୍ମକ ରୋଗ ବ୍ଲାକ୍ ଫଙ୍ଗସର ଶିକାର ହୋଇଥିଲେ । ଫଳରେ ସେ ତାଙ୍କର ମାଢି ଓ ଦାନ୍ତକୁ ହରାଇ ଏକ ପ୍ରକାର ଭିନ୍ନକ୍ଷମ ହୋଇପଡିଥିଲେ । ଯାହାର ବର୍ତ୍ତମାନ ସଫଳ ଅସ୍ତ୍ରୋପଚାର କରାଯାଇ ନୂତନ ମାଢି ପ୍ରତ୍ୟାରୋପଣ ହୋଇଛି । ତେବେ ଏହି ଅସ୍ତ୍ରୋପଚାର କଟକ ଏସସିବି … Continue reading ଇତିହାସ ରଚିଲା ଏସସିବି ମେଡିକାଲ: ପ୍ରଥମଥର ପାଇଁ ବ୍ଲାକ ଫଙ୍ଗସ ପ୍ଲାଷ୍ଟିକ ସର୍ଜରି ସଫଳ